ବିଧାନସଭାରେ ଆଗତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍

The Sakala Picture
Published On

ଭୁବନେଶ୍ବର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ହେଉଛି ୧ ଲକ୍ଷ ୧୮ ହଜାର କୋଟି ଟଙ୍କା। ବଜେଟରେ ଅଭିବୃଦ୍ଧି ହାର ୭.୨୫% ରହିଥିବା ଦର୍ଶାଯାଇଥିବା ବେଳେ ଆସନ୍ତା […]

ଭୁବନେଶ୍ବର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ହେଉଛି ୧ ଲକ୍ଷ ୧୮ ହଜାର କୋଟି ଟଙ୍କା। ବଜେଟରେ ଅଭିବୃଦ୍ଧି ହାର ୭.୨୫% ରହିଥିବା ଦର୍ଶାଯାଇଥିବା ବେଳେ ଆସନ୍ତା ବର୍ଷ ଏହା ୮.୫% ହେବ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ, ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି। ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି । ୨୦୨୪-୨୫ ଆର୍ଥିକ ବର୍ଷର ଆଗୁଆ ଆକଳନ ଅନୁସାରେ ଓଡ଼ିଶାର ଅଭିବୃଦ୍ଧି ୮.୫ ପ୍ରତିଶତକୁ ବୃଦ୍ଧି ପାଇବ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି । ଏବେ ସୁଦ୍ଧା କାଳିଆ ଯୋଜନାରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

08 Feb 2024 By The Sakala

ବିଧାନସଭାରେ ଆଗତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍

ଭୁବନେଶ୍ବର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ହେଉଛି ୧ ଲକ୍ଷ ୧୮ ହଜାର କୋଟି ଟଙ୍କା। ବଜେଟରେ ଅଭିବୃଦ୍ଧି ହାର ୭.୨୫% ରହିଥିବା ଦର୍ଶାଯାଇଥିବା ବେଳେ ଆସନ୍ତା ବର୍ଷ ଏହା ୮.୫% ହେବ ବୋଲି ଆକଳନ କରାଯାଇଛି।

ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ, ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି। ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି । ୨୦୨୪-୨୫ ଆର୍ଥିକ ବର୍ଷର ଆଗୁଆ ଆକଳନ ଅନୁସାରେ ଓଡ଼ିଶାର ଅଭିବୃଦ୍ଧି ୮.୫ ପ୍ରତିଶତକୁ ବୃଦ୍ଧି ପାଇବ ।

ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି । ଏବେ ସୁଦ୍ଧା କାଳିଆ ଯୋଜନାରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର