ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ-ରିଟ୍ରିଟ୍‌

Deviprasad Mohanty Picture
Published On

ପୁରୀ: ଡିସେମ୍ବର ୧୩ରୁ କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ଠାରେ ଇକୋ-ରିଟ୍ରିଟ୍‌ ଆରମ୍ଭ ହେବ। ସମସ୍ତ ବିଭାଗ ସେମାନଙ୍କ ଉପରେ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରି ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବୁଧବାର ସର୍କିଟ୍‌ ହାଉସ୍‌ଠାରେ ଜିଲ୍ଲାପାଳ ଶ୍ରୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି୤

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

17 Oct 2025 By Deviprasad Mohanty

ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ-ରିଟ୍ରିଟ୍‌

ପୁରୀ: ଡିସେମ୍ବର ୧୩ରୁ କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ଠାରେ ଇକୋ-ରିଟ୍ରିଟ୍‌ ଆରମ୍ଭ ହେବ। ସମସ୍ତ ବିଭାଗ ସେମାନଙ୍କ ଉପରେ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରି ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବୁଧବାର ସର୍କିଟ୍‌ ହାଉସ୍‌ଠାରେ ଜିଲ୍ଲାପାଳ ଶ୍ରୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି୤

https://www.thesakala.in/latest-odisha-news/the-konark-eco-retreat-will-begin-from-december-13/article-42724
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର