ପିପିଲି ଉପନିର୍ବାଚନ ପାଇଁ ଆସିଲା କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା

The Sakala Picture
Published On

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା । ଅଜିତ ମଙ୍ଗରାଜଙ୍କ ପାଇଁ କଂଗ୍ରେସର ୩୦ ଜଣ ଷ୍ଟାର ପ୍ରଚାରକ ପିପିଲିରେ ପ୍ରଚାର କରିବେ। ଏହି ତାଲିକାରେ ପ୍ରଦେଶ କଂଗ୍ରେସ ପ୍ରଭାରୀ ,ସହ ପ୍ରଭାରୀ ଓ ରାଜ୍ୟସ୍ତରୀୟ ନେତାଙ୍କୁ ନେଇ ପ୍ରଚାର ମଇଦାନକୁ ଓହ୍ଲାଇବ କଂଗ୍ରେସ । ତେବେ ଏହି ଷ୍ଟାର ପ୍ରାଚାରକ ତାଲିକାରେ ଅଛନ୍ତି କଂଗ୍ରେସର ରାଜ୍ୟ ପ୍ରଭାରୀ ଏ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, […]

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା । ଅଜିତ ମଙ୍ଗରାଜଙ୍କ ପାଇଁ କଂଗ୍ରେସର ୩୦ ଜଣ ଷ୍ଟାର ପ୍ରଚାରକ ପିପିଲିରେ ପ୍ରଚାର କରିବେ। ଏହି ତାଲିକାରେ ପ୍ରଦେଶ କଂଗ୍ରେସ ପ୍ରଭାରୀ ,ସହ ପ୍ରଭାରୀ ଓ ରାଜ୍ୟସ୍ତରୀୟ ନେତାଙ୍କୁ ନେଇ ପ୍ରଚାର ମଇଦାନକୁ ଓହ୍ଲାଇବ କଂଗ୍ରେସ । ତେବେ ଏହି ଷ୍ଟାର ପ୍ରାଚାରକ ତାଲିକାରେ ଅଛନ୍ତି କଂଗ୍ରେସର ରାଜ୍ୟ ପ୍ରଭାରୀ ଏ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଏଆଇସିସି ସଦସ୍ୟ ଭକ୍ତଚରଣ ଦାସ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ସାମିଲ ଅଛନ୍ତି।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡ଼ିଲା ମଦ୍ୟପାନ; ସ୍କୁଲ୍ ପରିସରରେ ମଦ ପିଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁଜରାଟରୁ ଆସିଲେ ୧୪ଟି ବିଦେଶୀ ପ୍ରଜାତିର ୫୮ଟି ବନ୍ୟଜନ୍ତୁ

ସେହିପରି ସାଂସଦ ସପ୍ତଗିରି ଉଲାକା, ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସାଲୁଜା, ରମେଶ ଜେନା, ମହମ୍ମଦ ମୋକିମ, ରୁଦ୍ର ରାଜୁ, ଚିରଞ୍ଜୀବୀ ବିଶ୍ୱାଳ, ପ୍ରଦୀପ ମାଝି, ଶରତ ରାଉତ, ବିଶ୍ୱ ରଞ୍ଜନ ମହାନ୍ତି, ରାଗିଣୀ ନାୟକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଲା ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସି ଏସ୍ ରାଜନ ଏକ୍କା, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡା, ସଂଗ୍ରାମ କେଶରୀ ଜେନା, ସ୍ମୃତି ରଂଜନ ଲେଙ୍କା, ସତ୍ୟ ପ୍ରକାଶ ନାୟକ ଓ ସୟଦ ୟାସିର ନବାଜ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି ।

ଆହୁରି ପଢ଼ନ୍ତୁ: ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର