ବିଧାନସଭା ସମ୍ମିଳନୀ କକ୍ଷରେ ଦ୍ରୌପଦୀ ମୁର୍ମୁଙ୍କ ସହ ଚାଲିଛି ଭେଟଘାଟ୍ କାର୍ଯ୍ୟକ୍ରମ

The Sakala Picture
Published On

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପୀ ମୁର୍ମୁଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ। ବିଧାନସଭାର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ସାଂସଦଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି।  ଏହି ଭେଟଘାଟ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ। ପ୍ରାୟ ୩୦ […]

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପୀ ମୁର୍ମୁଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ବିଧାନସଭାର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ସାଂସଦଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି।  ଏହି ଭେଟଘାଟ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ। ପ୍ରାୟ ୩୦ ମିନିଟ ଧରି  ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

ଏହା ପରେ ରାଜ୍ୟ ଅତିଥି ଭବନ ଯିବେ ଓ ସେଠାରେ ବିଜେପି ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କରିବେ । ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

08 Jul 2022 By The Sakala

ବିଧାନସଭା ସମ୍ମିଳନୀ କକ୍ଷରେ ଦ୍ରୌପଦୀ ମୁର୍ମୁଙ୍କ ସହ ଚାଲିଛି ଭେଟଘାଟ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପୀ ମୁର୍ମୁଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ।

ବିଧାନସଭାର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ସାଂସଦଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି।  ଏହି ଭେଟଘାଟ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ। ପ୍ରାୟ ୩୦ ମିନିଟ ଧରି  ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋବାର ସମ୍ଭାବନା ରହିଛି ।

ଏହା ପରେ ରାଜ୍ୟ ଅତିଥି ଭବନ ଯିବେ ଓ ସେଠାରେ ବିଜେପି ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କରିବେ । ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର