ଆଜି ପବିତ୍ର ଗୁରୁଦିବସ: ଦେଶର ଶ୍ରେଷ୍ଠ ୪୬ ଜଣ ଶିକ୍ଷକଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଆଜି ପବିତ୍ର ଗୁରୁଦିବସ । ଏହି ଅବସରରେ ଆଜି ଦିଲ୍ଲୀ ବିଜ୍ଞାନ ଭବନରେ ୨୦୨୨ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାରୁ ଈଶ୍ବର ଚନ୍ଦ୍ର ନାୟକ ମଧ୍ଯ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପାଇଛନ୍ତି। ସେ ପୁରୀ ନିମାପଡ଼ା କନପୁର ବିଦ୍ୟାଳୟର ସହକାରୀ ଶିକ୍ଷକ ଭାବେ କାର୍ଯ୍ଯରତ। ନିଆରା ଢଙ୍ଗରେ ଶିକ୍ଷା […]
ନୂଆଦିଲ୍ଲୀ: ଆଜି ପବିତ୍ର ଗୁରୁଦିବସ । ଏହି ଅବସରରେ ଆଜି ଦିଲ୍ଲୀ ବିଜ୍ଞାନ ଭବନରେ ୨୦୨୨ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା
ଓଡ଼ିଶାରୁ ଈଶ୍ବର ଚନ୍ଦ୍ର ନାୟକ ମଧ୍ଯ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପାଇଛନ୍ତି। ସେ ପୁରୀ ନିମାପଡ଼ା କନପୁର ବିଦ୍ୟାଳୟର ସହକାରୀ ଶିକ୍ଷକ ଭାବେ କାର୍ଯ୍ଯରତ। ନିଆରା ଢଙ୍ଗରେ ଶିକ୍ଷା ଦେଇ ଛାତ୍ରଛାତ୍ରୀଙ୍କ ପଇଁ ଆଦର୍ଶ ପାଲଟିଛନ୍ତି। ସେ କେବଳ ଶିକ୍ଷକ ନୁହନ୍ତି ଜଣେ ଲେଖକ ମଧ୍ଯ। ଅଳିଆରୁ ଅ..ଆ, ପାପ, ଘୃଣ୍ଯ, ପ୍ରହେଳିକା ଆଦି ପୁସ୍ତକ ଲେଖିଛନ୍ତି।
ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ






