କମୁଛି ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା

The Sakala Picture
Published On

ସମ୍ବଲପୁର: କମୁଛି ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୧.୮୫ ଫୁଟ ରହିଛି। ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୯ ହଜାର ୧୮୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ମୋଟ ୨ଟି ଗେଟ୍ ଦେଇ ୩ଲକ୍ଷ ୨୪ହଜାର୪୧୩ଘନଫୁଟ ବନ୍ୟାଜଳ ନିଷ୍କାସନ କରାଯାଉଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର