ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନୋ ୪ଟାରେ ରେଜଲ୍ଟ ପ୍ରକାଶ ପାଇବାକୁ ଥିବା ବେଳେ ସନ୍ଧ୍ୟା ୬ପରେ ବୋର୍ଡ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଇଣ୍ଟରନେଟ୍ ସମସ୍ୟା ଦେଖାଦେଲେ ଏସଏମଏସ ମାଧ୍ୟମରେ ରେଜଲ୍ଟ ଦେଖିବାପାରିବେ ଛାତ୍ରଛାତ୍ରୀ। ତେବେ ପୂର୍ବରୁ ଜୁନ ୨୦ ତାରିଖ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଘୋଷଣା କରାଯାଇଥିଲା। ରେଜଲ୍ଟ ଦେଖିବା ପାଇଁ ୱେବସାଇଟଟି ହେଲା- www.bseodisha.nic.in , www.bseodisha.ac.in ବର୍ଷ ସାରା ହୋଇଥିବା ପରୀକ୍ଷା ଆଧାରରେ […]

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନୋ ୪ଟାରେ ରେଜଲ୍ଟ ପ୍ରକାଶ ପାଇବାକୁ ଥିବା ବେଳେ ସନ୍ଧ୍ୟା ୬ପରେ ବୋର୍ଡ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଇଣ୍ଟରନେଟ୍ ସମସ୍ୟା ଦେଖାଦେଲେ ଏସଏମଏସ ମାଧ୍ୟମରେ ରେଜଲ୍ଟ ଦେଖିବାପାରିବେ ଛାତ୍ରଛାତ୍ରୀ। ତେବେ ପୂର୍ବରୁ ଜୁନ ୨୦ ତାରିଖ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଘୋଷଣା କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

ରେଜଲ୍ଟ ଦେଖିବା ପାଇଁ ୱେବସାଇଟଟି ହେଲା- www.bseodisha.nic.in , www.bseodisha.ac.in

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

bse

ଆହୁରି ପଢ଼ନ୍ତୁ: ଜମ୍ମୁ: ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ଉପରେ ଗୁଳିମାଡ଼, ୨୦ ବର୍ଷ ଧରି ହତ୍ୟା ଷଡ଼ଯନ୍ତ୍ର ରଚୁଥିଲା ଆକ୍ରମଣକାରୀ

ବର୍ଷ ସାରା ହୋଇଥିବା ପରୀକ୍ଷା ଆଧାରରେ ୮୦ ମାର୍କର ମୂଲ୍ୟାୟନ ହେବ ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ବାକି ୨୦ ମାର୍କର ମୂଲ୍ୟାୟନ ଇଣ୍ଟରନାଲ ପରୀକ୍ଷାରୁ ନିର୍ଦ୍ଧାରଣ ହେବ।

କୋଭିଡ୍ ପାଇଁ ଗତ ମାସରେ ସିବିଏସଇ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ୍ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରାଯାଇଥିଲା। ଯଦି କୌଣସି ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୋଷ ପ୍ରକାଶ କରିବେ, ତା’ହେଲେ ସେ ପରୀକ୍ଷା ଦେଇପାରିବେ। ଏହି ପରୀକ୍ଷା କୋଭିଡ୍ ସଂକ୍ରମଣ କମିବା ପରେ ହେବ।

24 Jun 2021 By The Sakala

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନୋ ୪ଟାରେ ରେଜଲ୍ଟ ପ୍ରକାଶ ପାଇବାକୁ ଥିବା ବେଳେ ସନ୍ଧ୍ୟା ୬ପରେ ବୋର୍ଡ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଇଣ୍ଟରନେଟ୍ ସମସ୍ୟା ଦେଖାଦେଲେ ଏସଏମଏସ ମାଧ୍ୟମରେ ରେଜଲ୍ଟ ଦେଖିବାପାରିବେ ଛାତ୍ରଛାତ୍ରୀ। ତେବେ ପୂର୍ବରୁ ଜୁନ ୨୦ ତାରିଖ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଘୋଷଣା କରାଯାଇଥିଲା।

ରେଜଲ୍ଟ ଦେଖିବା ପାଇଁ ୱେବସାଇଟଟି ହେଲା- www.bseodisha.nic.in , www.bseodisha.ac.in

bse

ବର୍ଷ ସାରା ହୋଇଥିବା ପରୀକ୍ଷା ଆଧାରରେ ୮୦ ମାର୍କର ମୂଲ୍ୟାୟନ ହେବ ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ବାକି ୨୦ ମାର୍କର ମୂଲ୍ୟାୟନ ଇଣ୍ଟରନାଲ ପରୀକ୍ଷାରୁ ନିର୍ଦ୍ଧାରଣ ହେବ।

କୋଭିଡ୍ ପାଇଁ ଗତ ମାସରେ ସିବିଏସଇ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ୍ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରାଯାଇଥିଲା। ଯଦି କୌଣସି ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୋଷ ପ୍ରକାଶ କରିବେ, ତା’ହେଲେ ସେ ପରୀକ୍ଷା ଦେଇପାରିବେ। ଏହି ପରୀକ୍ଷା କୋଭିଡ୍ ସଂକ୍ରମଣ କମିବା ପରେ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର