ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୩୧ ତାରିଖ (ଶନିବାର) ସନ୍ଧ୍ଯାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । କେବଳ ବିଜ୍ଞାନ ଓ ବାଣିଜ୍ଯ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ପାଠ୍ଯକ୍ରମର ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବ । ଏ ନେଇ ଉଚ୍ଚମାଧ୍ଯମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ […]

ଭୁବନେଶ୍ବର: ଆସନ୍ତା ୩୧ ତାରିଖ (ଶନିବାର) ସନ୍ଧ୍ଯାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । କେବଳ ବିଜ୍ଞାନ ଓ ବାଣିଜ୍ଯ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ପାଠ୍ଯକ୍ରମର ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବ । ଏ ନେଇ ଉଚ୍ଚମାଧ୍ଯମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ସୂଚନା ଅନୁଯାୟୀ, କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

28 Jul 2021 By The Sakala

ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତା ୩୧ ତାରିଖ (ଶନିବାର) ସନ୍ଧ୍ଯାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । କେବଳ ବିଜ୍ଞାନ ଓ ବାଣିଜ୍ଯ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ପାଠ୍ଯକ୍ରମର ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବ । ଏ ନେଇ ଉଚ୍ଚମାଧ୍ଯମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର