ବଦଳିଲା ପୂର୍ବ ନିର୍ଦ୍ଧାରିତ ସକାଳୁଆ ସ୍କୁଲ ସମୟ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ପୁଣି ବଦଳିଲା ପୂର୍ବ ନିର୍ଦ୍ଧାରିତ ସକାଳୁଆ ସ୍କୁଲ ସମୟ। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ,  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। […]

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ପୁଣି ବଦଳିଲା ପୂର୍ବ ନିର୍ଦ୍ଧାରିତ ସକାଳୁଆ ସ୍କୁଲ ସମୟ। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୩୦ରୁ ରାଜ୍ୟରେ SIR: କାର୍ଯ୍ୟକ୍ରମର ସୁପରିଚାଳନା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ସୂଚନା ଅନୁଯାୟୀ,  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବାକୁ ଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ ବୋଲି ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି କରିଥିଲେ। ହେଲେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି  ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପୁଣି ସ୍କୁଲର ସମୟରେ ପରିବର୍ତ୍ତନ କରାଯାଇଛି।

ଆହୁରି ପଢ଼ନ୍ତୁ: ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଘଟଣା: ଥାନା ଘେରାଉ ସହ କଟକ-ଭୁବନେଶ୍ୱର ରାସ୍ତା ଅବରୋଧ କଲେ ଗ୍ରାମବାସୀ

02 Mar 2021 By The Sakala

ବଦଳିଲା ପୂର୍ବ ନିର୍ଦ୍ଧାରିତ ସକାଳୁଆ ସ୍କୁଲ ସମୟ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ପୁଣି ବଦଳିଲା ପୂର୍ବ ନିର୍ଦ୍ଧାରିତ ସକାଳୁଆ ସ୍କୁଲ ସମୟ। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ଯନ୍ତ ସ୍କୁଲ ଖୋଲିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ,  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବାକୁ ଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ ବୋଲି ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି କରିଥିଲେ। ହେଲେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି  ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପୁଣି ସ୍କୁଲର ସମୟରେ ପରିବର୍ତ୍ତନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର