ଯୁକ୍ତ ଦୁଇ ନାମଲେଖାଇ ପାରି ନଥିବା ଛାତ୍ରଛାତ୍ରୀଙ୍କ ପାଇଁ ୨ୟ ସୁଯୋଗ: ସେପ୍ଟେମ୍ବର ୧୦ରୁ ଦ୍ବିତୀୟ ପର୍ଯ୍ଯାୟ ଇ- ଆଡମିଶନ ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ଭୁବନେଶ୍ବର: ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛତ୍ରୀ ପ୍ରଥମ ପର୍ଯ୍ଯାୟ ଇ- ଆଡମିଶନ ଭାଗ ନେଇ ପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ରାଜ୍ଯ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ବିତୀୟ ପର୍ଯ୍ଯାୟ ଇ- ଆଡମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି। ସମ୍ପୃକ୍ତ ଛାତ୍ରଛାତ୍ରୀମାନଙ୍କ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ […]

ଭୁବନେଶ୍ବର: ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛତ୍ରୀ ପ୍ରଥମ ପର୍ଯ୍ଯାୟ ଇ- ଆଡମିଶନ ଭାଗ ନେଇ ପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ରାଜ୍ଯ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ବିତୀୟ ପର୍ଯ୍ଯାୟ ଇ- ଆଡମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି। ସମ୍ପୃକ୍ତ ଛାତ୍ରଛାତ୍ରୀମାନଙ୍କ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିପାରିବେ । ଇଚ୍ଛୁକ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ www.samsodisha.gov.in ଲଗଇନ କରି ସମ୍ପୂର୍ଣ୍ଣ ବିବିରଣୀ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

09 Sep 2022 By The Sakala

ଯୁକ୍ତ ଦୁଇ ନାମଲେଖାଇ ପାରି ନଥିବା ଛାତ୍ରଛାତ୍ରୀଙ୍କ ପାଇଁ ୨ୟ ସୁଯୋଗ: ସେପ୍ଟେମ୍ବର ୧୦ରୁ ଦ୍ବିତୀୟ ପର୍ଯ୍ଯାୟ ଇ- ଆଡମିଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛତ୍ରୀ ପ୍ରଥମ ପର୍ଯ୍ଯାୟ ଇ- ଆଡମିଶନ ଭାଗ ନେଇ ପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ରାଜ୍ଯ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ବିତୀୟ ପର୍ଯ୍ଯାୟ ଇ- ଆଡମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି। ସମ୍ପୃକ୍ତ ଛାତ୍ରଛାତ୍ରୀମାନଙ୍କ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିପାରିବେ । ଇଚ୍ଛୁକ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ www.samsodisha.gov.in ଲଗଇନ କରି ସମ୍ପୂର୍ଣ୍ଣ ବିବିରଣୀ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର