ଓଡ଼ିଶାରେ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତାଜନକ ହେବ- ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଅଶୋକ ମହାପାତ୍ର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତାଜନକ ହେବ। ପ୍ରତ୍ୟେକ ଦିନ ରାଜ୍ୟରେ ପାଖପାଖି ୩୦ହଜାର ପଜିଟିଭ କେସ୍‌ ଆସିବ । ଓମିକ୍ରନ ଡେଲ୍ଟା ଭାରିଆଣ୍ଟଠାରୁ ୫ ଗୁଣା ବିପଦଜ୍ଜନକ । ତେବେ ପ୍ରତ୍ୟେକ ଶହେ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇପାରେ । ଅନ୍ୟମାନେ ସଭିଏଁ ବୁଷ୍ଟର ଡୋଜ ନେବା ଆବଶ୍ୟକ । କାରଣ ଲୋକେ ନେଇଥିବା ଭ୍ୟାକ୍ସିନ […]

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତାଜନକ ହେବ। ପ୍ରତ୍ୟେକ ଦିନ ରାଜ୍ୟରେ ପାଖପାଖି ୩୦ହଜାର ପଜିଟିଭ କେସ୍‌ ଆସିବ । ଓମିକ୍ରନ ଡେଲ୍ଟା ଭାରିଆଣ୍ଟଠାରୁ ୫ ଗୁଣା ବିପଦଜ୍ଜନକ । ତେବେ ପ୍ରତ୍ୟେକ ଶହେ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇପାରେ । ଅନ୍ୟମାନେ ସଭିଏଁ ବୁଷ୍ଟର ଡୋଜ ନେବା ଆବଶ୍ୟକ । କାରଣ ଲୋକେ ନେଇଥିବା ଭ୍ୟାକ୍ସିନ ୪ ରୁ ୬ ମାସ ମଧ୍ୟରେ ଅକାମି ହୋଇଯିବ । ଏହାର ପ୍ରଭାବ ରହିବ ନାହିଁ। କିନ୍ତୁ ଖୁବଶୀଘ୍ର ସୁସ୍ଥତା ହୋଇ ଫେରିବ ବୋଲି ସୂଚନା ଦେଇଛନ୍ତି ସମ୍‌ ହସ୍ପିଟାଲର ଡିନ୍‌ ତଥା ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଅଶୋକ ମହାପାତ୍ର।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଓମିକ୍ରନ କଥା ଯଦି କହିବା ତାହାଲେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୦ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୬୭ ଓମିକ୍ରନ ମାମଲା ଚିହ୍ନଟ ହୋଇଥିଲା । ଏପରି ସ୍ଥିତିରେ ରାଜ୍ୟରେ ଆଗାମୀ ୩ରୁ ୪ ସପ୍ତାହ ମଧ୍ୟରେ ଭୟଙ୍କର ଅବସ୍ଥା ସୃଷ୍ଟି କରିବ ଓମିକ୍ରନ୍‌।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

13 Jan 2022 By The Sakala

ଓଡ଼ିଶାରେ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତାଜନକ ହେବ- ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଅଶୋକ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ୨ ସପ୍ତାହ ମଧ୍ୟରେ ପରିସ୍ଥିତି ଚିନ୍ତାଜନକ ହେବ। ପ୍ରତ୍ୟେକ ଦିନ ରାଜ୍ୟରେ ପାଖପାଖି ୩୦ହଜାର ପଜିଟିଭ କେସ୍‌ ଆସିବ । ଓମିକ୍ରନ ଡେଲ୍ଟା ଭାରିଆଣ୍ଟଠାରୁ ୫ ଗୁଣା ବିପଦଜ୍ଜନକ । ତେବେ ପ୍ରତ୍ୟେକ ଶହେ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇପାରେ । ଅନ୍ୟମାନେ ସଭିଏଁ ବୁଷ୍ଟର ଡୋଜ ନେବା ଆବଶ୍ୟକ । କାରଣ ଲୋକେ ନେଇଥିବା ଭ୍ୟାକ୍ସିନ ୪ ରୁ ୬ ମାସ ମଧ୍ୟରେ ଅକାମି ହୋଇଯିବ । ଏହାର ପ୍ରଭାବ ରହିବ ନାହିଁ। କିନ୍ତୁ ଖୁବଶୀଘ୍ର ସୁସ୍ଥତା ହୋଇ ଫେରିବ ବୋଲି ସୂଚନା ଦେଇଛନ୍ତି ସମ୍‌ ହସ୍ପିଟାଲର ଡିନ୍‌ ତଥା ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଅଶୋକ ମହାପାତ୍ର।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଓମିକ୍ରନ କଥା ଯଦି କହିବା ତାହାଲେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୦ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୬୭ ଓମିକ୍ରନ ମାମଲା ଚିହ୍ନଟ ହୋଇଥିଲା । ଏପରି ସ୍ଥିତିରେ ରାଜ୍ୟରେ ଆଗାମୀ ୩ରୁ ୪ ସପ୍ତାହ ମଧ୍ୟରେ ଭୟଙ୍କର ଅବସ୍ଥା ସୃଷ୍ଟି କରିବ ଓମିକ୍ରନ୍‌।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର