ରାଜ୍ୟରେ କରୋନା ସଂକ୍ରମଣ ଶୀର୍ଷରେ ଥିବା ଜଣାପଡୁଛି : ନିରଞ୍ଜନ ମିଶ୍ର

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ କମୁଛି । ଆକ୍ଟିଭ କେସ ତଳମୁହାଁ ରହିଛି । ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସଂକ୍ରମଣର ବେସ୍ ଲାଇନ୍ ଆସିବା ଦରକାର । ଏବେ ରାଜ୍ୟରେ ପ୍ରତ୍ୟେକ ଦିନ ୫ରୁ ୬ ହଜାର ପଜିଟିଭ ଚିହ୍ନଟ ହେଉଛନ୍ତି । ଟ୍ରାନ୍ସମିଶନ ବହୁତ ଅଧିକା ରହିଛି । ଏବେ ବି ସତର୍କତା […]

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ କମୁଛି । ଆକ୍ଟିଭ କେସ ତଳମୁହାଁ ରହିଛି । ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସଂକ୍ରମଣର ବେସ୍ ଲାଇନ୍ ଆସିବା ଦରକାର ।
ଏବେ ରାଜ୍ୟରେ ପ୍ରତ୍ୟେକ ଦିନ ୫ରୁ ୬ ହଜାର ପଜିଟିଭ ଚିହ୍ନଟ ହେଉଛନ୍ତି । ଟ୍ରାନ୍ସମିଶନ ବହୁତ ଅଧିକା ରହିଛି । ଏବେ ବି ସତର୍କତା ଅବଲମ୍ବନ କରିବାକୁ ପଡିବ । ଅନ୍ୟ ଦେଶଗୁଡିକ ଦେଖିଲେ ଚତୁର୍ଥ ଓ ପଞ୍ଚମ ଲହର ଦେଖିବାକୁ ମିଳୁଛି ବୋଲି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର