ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ସିଇଟି ଭୁବନେଶ୍ୱରକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବାକୁ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର : ଶେଷ ହୋଇଛି କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ହୋଇଥିବା କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବ ଉପରେ ମୋହର ଲାଗିଛି । ଏଥିରେ ଓଡ଼ିଶା ଷ୍ଟେଟ୍ ୱାଇଡ୍ ଏରିଆ ନେଟୱର୍କ (ଓସ୍‌ୱାନ୍‌) ମଧ୍ୟ ସାମିଲ ରହିଛି । ଏହି ପ୍ରକଳ୍ପରେ ୩୩୨ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପ ରାଜ୍ୟରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମି ବଢ଼ାଇବ । […]

ଭୁବନେଶ୍ୱର : ଶେଷ ହୋଇଛି କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ହୋଇଥିବା କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବ ଉପରେ ମୋହର ଲାଗିଛି । ଏଥିରେ ଓଡ଼ିଶା ଷ୍ଟେଟ୍ ୱାଇଡ୍ ଏରିଆ ନେଟୱର୍କ (ଓସ୍‌ୱାନ୍‌) ମଧ୍ୟ ସାମିଲ ରହିଛି । ଏହି ପ୍ରକଳ୍ପରେ ୩୩୨ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପ ରାଜ୍ୟରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମି ବଢ଼ାଇବ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

ରାଜ୍ୟ କ୍ୟାବିନେଟ୍‌ରେ ସିଇଟିକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ସ୍ଥିର ହୋଇଛି । କଲେଜ ଅଫ ଇଂଜିନୟରିଂ ପରିବର୍ତ୍ତେ ଏହାର ନୂଆ ନାମ ଓଡ଼ିଶା ଟେକ୍ନୋଲୋଜି ଓ ଗବେଷଣା ବିଶ୍ୱବିଦ୍ୟାଳୟ (OUTR) କରାଯିବା ନେଇ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ  ।

ଆହୁରି ପଢ଼ନ୍ତୁ: ଶଙ୍ଖ ଭବନରେ ବିଜେଡିର ସାଂଗଠନିକ ସମୀକ୍ଷା: ୭୦ ନିର୍ବାଚନମଣ୍ଡଳୀ ନେତାଙ୍କ ସହ ନବୀନଙ୍କ ଆଲୋଚନା

ସେହିପରି ଏଠାରେ  ସ୍ନାତକ, ସ୍ନାତ୍ତୋକତ୍ତର, ଗବେଷଣା ଏବଂ ଶିଳ୍ପ ସମ୍ପର୍କିତ ପାଠ୍ୟକ୍ରମ ନୂତନ କରି ପଢାଯିବ  । ଦେଶ ଭିତରେ ଓ ବାହାରେ ଥିବା ବିଶ୍ୱବିଦ୍ୟାଳୟ ସହଯୋଗ କରିପାରିବ  । ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୧୫ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ବଡ ନିଷ୍ପତ୍ତିକ୍ରମେ ଏକକ ବିଶ୍ୱଦ୍ୟାଳୟରେ  ହେବ ଭୁବନେଶ୍ୱର CET କଲେଜ୍ ।  ଏନେଇ ଏକ ଆଇନ୍ ପ୍ରଣୟନ କରାଯିବ । ଆଜି କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରସ୍ତାବିତ OUTR ବିଶ୍ବବିଦ୍ୟାଳୟ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ତଥା ପିଏଚଡି ଶିକ୍ଷା କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରିବ । ଏହି ବିଶ୍ୱଦ୍ୟାଳୟ ଇଞ୍ଜିନିୟରିଂ, ସାଇନ୍ସ ଓ ଟେକ୍ନୋଲୋଜି କ୍ଷେତ୍ରରେ ଅଧିକ ତାଲିମ ଓ ଅନୁସନ୍ଧାନର ସୁଯୋଗ ସୃଷ୍ଟି କରିବ ।

ଆହୁରି ପଢ଼ନ୍ତୁ: ନଦୀରେ ଗାଧୋଇବା ହେଲା କାଳ, ପାଣିରେ ବୁଡ଼ି ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ

ସେହିପରି ଡୁଡୁକା-ଗୋପାଳପୁର-ଟୋପାରିଆ ରାସ୍ତାର ପ୍ରସସ୍ତୀକରଣକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି । ୨ ଲେନ୍ ବିଶିଷ୍ଟ ଏହି ପ୍ରସସ୍ତୀକରଣ କାମରେ ୧୦୨.୬୫ କୋଟି ଟଙ୍କା ଖର୍ଚ୍ଚ ହେବ ।

ସଂରକ୍ଷିତ ଖଣିରୁ ଆସିବାକୁ ଥିବା ଖଣ୍ଡାଲାଇଟ ପଥ ଉପରୁ ରୟାଲଟି ଛାଡ଼ ହେବ । ଖଣ୍ଡାଲାଇଟ୍ ପଥର ଅବଢ଼ା ଯୋଜନା ଓ ଅନ୍ୟ ଐତିହ୍ୟସ୍ଥଳ ବିକାଶରେ ଲାଗିବ । ରାଜ୍ୟ ସରକାର ମେଗା ପାଇପ୍ ପାଣି ଯୋଗାଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ସୁନ୍ଦରଗଡ଼, କେନ୍ଦୁଝର ଓ କଟକରେ ଏହି ପ୍ରକଳ୍ପ କାମ କରିବ ।

17 Jul 2021 By The Sakala

ରାଜ୍ୟ କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ସିଇଟି ଭୁବନେଶ୍ୱରକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବାକୁ ନିଷ୍ପତ୍ତି

ଭୁବନେଶ୍ୱର : ଶେଷ ହୋଇଛି କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମାଧ୍ୟମରେ ହୋଇଥିବା କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବ ଉପରେ ମୋହର ଲାଗିଛି । ଏଥିରେ ଓଡ଼ିଶା ଷ୍ଟେଟ୍ ୱାଇଡ୍ ଏରିଆ ନେଟୱର୍କ (ଓସ୍‌ୱାନ୍‌) ମଧ୍ୟ ସାମିଲ ରହିଛି । ଏହି ପ୍ରକଳ୍ପରେ ୩୩୨ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପ୍ରକଳ୍ପ ରାଜ୍ୟରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମି ବଢ଼ାଇବ ।

ରାଜ୍ୟ କ୍ୟାବିନେଟ୍‌ରେ ସିଇଟିକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ ସ୍ଥିର ହୋଇଛି । କଲେଜ ଅଫ ଇଂଜିନୟରିଂ ପରିବର୍ତ୍ତେ ଏହାର ନୂଆ ନାମ ଓଡ଼ିଶା ଟେକ୍ନୋଲୋଜି ଓ ଗବେଷଣା ବିଶ୍ୱବିଦ୍ୟାଳୟ (OUTR) କରାଯିବା ନେଇ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ  ।

ସେହିପରି ଏଠାରେ  ସ୍ନାତକ, ସ୍ନାତ୍ତୋକତ୍ତର, ଗବେଷଣା ଏବଂ ଶିଳ୍ପ ସମ୍ପର୍କିତ ପାଠ୍ୟକ୍ରମ ନୂତନ କରି ପଢାଯିବ  । ଦେଶ ଭିତରେ ଓ ବାହାରେ ଥିବା ବିଶ୍ୱବିଦ୍ୟାଳୟ ସହଯୋଗ କରିପାରିବ  । ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୧୫ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ବଡ ନିଷ୍ପତ୍ତିକ୍ରମେ ଏକକ ବିଶ୍ୱଦ୍ୟାଳୟରେ  ହେବ ଭୁବନେଶ୍ୱର CET କଲେଜ୍ ।  ଏନେଇ ଏକ ଆଇନ୍ ପ୍ରଣୟନ କରାଯିବ । ଆଜି କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରସ୍ତାବିତ OUTR ବିଶ୍ବବିଦ୍ୟାଳୟ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ତଥା ପିଏଚଡି ଶିକ୍ଷା କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରିବ । ଏହି ବିଶ୍ୱଦ୍ୟାଳୟ ଇଞ୍ଜିନିୟରିଂ, ସାଇନ୍ସ ଓ ଟେକ୍ନୋଲୋଜି କ୍ଷେତ୍ରରେ ଅଧିକ ତାଲିମ ଓ ଅନୁସନ୍ଧାନର ସୁଯୋଗ ସୃଷ୍ଟି କରିବ ।

ସେହିପରି ଡୁଡୁକା-ଗୋପାଳପୁର-ଟୋପାରିଆ ରାସ୍ତାର ପ୍ରସସ୍ତୀକରଣକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି । ୨ ଲେନ୍ ବିଶିଷ୍ଟ ଏହି ପ୍ରସସ୍ତୀକରଣ କାମରେ ୧୦୨.୬୫ କୋଟି ଟଙ୍କା ଖର୍ଚ୍ଚ ହେବ ।

ସଂରକ୍ଷିତ ଖଣିରୁ ଆସିବାକୁ ଥିବା ଖଣ୍ଡାଲାଇଟ ପଥ ଉପରୁ ରୟାଲଟି ଛାଡ଼ ହେବ । ଖଣ୍ଡାଲାଇଟ୍ ପଥର ଅବଢ଼ା ଯୋଜନା ଓ ଅନ୍ୟ ଐତିହ୍ୟସ୍ଥଳ ବିକାଶରେ ଲାଗିବ । ରାଜ୍ୟ ସରକାର ମେଗା ପାଇପ୍ ପାଣି ଯୋଗାଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ସୁନ୍ଦରଗଡ଼, କେନ୍ଦୁଝର ଓ କଟକରେ ଏହି ପ୍ରକଳ୍ପ କାମ କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର