ପ୍ରଶାସନିକ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ […]

ଭୁବନେଶ୍ୱର: ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ୟ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।

ଆହୁରି ପଢ଼ନ୍ତୁ: ୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର