ରାଜ୍ୟରେ ଆଗାମୀ ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଦୁଇ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ଓ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳ‌ବୈଶାଖୀ ସମ୍ଭାବନା ରହିଛି । ଏନେଇ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆସନ୍ତା ୨୧ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp