୨୧୬ ପୁଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସବ୍ ଇନ୍ସପେକ୍ଟର

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍ ଇନ୍ସପେକ୍ଟରମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସବ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ।କମିଶନରେଟ୍‌ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସବ୍ ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍ ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ […]

ଭୁବନେଶ୍ବର: ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍ ଇନ୍ସପେକ୍ଟରମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସବ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ।କମିଶନରେଟ୍‌ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସବ୍ ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍ ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

05 Oct 2021 By The Sakala

୨୧୬ ପୁଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସବ୍ ଇନ୍ସପେକ୍ଟର

ଭୁବନେଶ୍ବର: ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍ ଇନ୍ସପେକ୍ଟରମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସବ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ।କମିଶନରେଟ୍‌ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସବ୍ ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ସବ୍ ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର