ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

The Sakala Picture
Published On

ଭୁବନେଶ୍ବର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୋଟିଏ ଦିନ ବି ସ୍ୱାଭାବିକ ଭାବେ ଚାଲି ପାରିଲାନି ଗୃହ।  ୧୭ ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖିଛନ୍ତି ବାଚସ୍ପତି । ୯ ଦିନରେ ମୋଟ ୨ ଘଣ୍ଟା ବି ଚାଲିପାରିଲାନି ଗୃହ। ଏପରିକି କି ଗୋଟିଏ ଦିନ ବି ପ୍ରଶ୍ନକାଳ ଚାଲି ପାରିନ ଥିବା ବେଳେ ଗୋଟିଏ ବି ମୁଲତବୀ ପ୍ରସ୍ତାଵ ଆଲୋଚନା ହୋଇ ପାରିନି। ପ୍ରବଳ ହଟଗୋଳ ଭିତରେ ପାରିତ […]

ଭୁବନେଶ୍ବର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୋଟିଏ ଦିନ ବି ସ୍ୱାଭାବିକ ଭାବେ ଚାଲି ପାରିଲାନି ଗୃହ।  ୧୭ ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖିଛନ୍ତି ବାଚସ୍ପତି । ୯ ଦିନରେ ମୋଟ ୨ ଘଣ୍ଟା ବି ଚାଲିପାରିଲାନି ଗୃହ। ଏପରିକି କି ଗୋଟିଏ ଦିନ ବି ପ୍ରଶ୍ନକାଳ ଚାଲି ପାରିନ ଥିବା ବେଳେ ଗୋଟିଏ ବି ମୁଲତବୀ ପ୍ରସ୍ତାଵ ଆଲୋଚନା ହୋଇ ପାରିନି। ପ୍ରବଳ ହଟଗୋଳ ଭିତରେ ପାରିତ ହୋଇଛି ୧୯ ହଜାର ୮୩୩ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ। ଏହା ସହିତ ସରକାର ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବା ପାଇଁ ଏକ ସଂକଳ୍ପ ପାରିତ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

10 Dec 2021 By The Sakala

ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୋଟିଏ ଦିନ ବି ସ୍ୱାଭାବିକ ଭାବେ ଚାଲି ପାରିଲାନି ଗୃହ।  ୧୭ ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ରଖିଛନ୍ତି ବାଚସ୍ପତି । ୯ ଦିନରେ ମୋଟ ୨ ଘଣ୍ଟା ବି ଚାଲିପାରିଲାନି ଗୃହ। ଏପରିକି କି ଗୋଟିଏ ଦିନ ବି ପ୍ରଶ୍ନକାଳ ଚାଲି ପାରିନ ଥିବା ବେଳେ ଗୋଟିଏ ବି ମୁଲତବୀ ପ୍ରସ୍ତାଵ ଆଲୋଚନା ହୋଇ ପାରିନି। ପ୍ରବଳ ହଟଗୋଳ ଭିତରେ ପାରିତ ହୋଇଛି ୧୯ ହଜାର ୮୩୩ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ। ଏହା ସହିତ ସରକାର ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବା ପାଇଁ ଏକ ସଂକଳ୍ପ ପାରିତ କରିଛନ୍ତି।

https://www.thesakala.in/latest-odisha-news/the-winter-session-of-the-legislative-assembly-is-over/article-7496
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର