ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାରି ପ୍ରଭାବରେ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

About The Author: The Sakala