ଓଡିଶାକୁ ନାହିଁ ବାତ୍ୟା ବିପଦ, ବାଂଲାଦେଶ ଆଡ଼େ ମୁହାଁଇବା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆଉ କିଛି ଘଣ୍ଟା ପରେ ବଙ୍ଗୋପସାଗରରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୧୩ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଅଛି […]

ଭୁବନେଶ୍ୱର: ଆଉ କିଛି ଘଣ୍ଟା ପରେ ବଙ୍ଗୋପସାଗରରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୧୩ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଅଛି । ଆସନ୍ତା ୨୫ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ବାତ୍ୟାର ନାମ ‘ହମୁନ’ ରହିଛି । ଇରାନ ଏହି ବତ୍ୟାର ନାମକରଣ କରିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ RI, ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ତେବେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବ । ପାରାଦୀପ ଓ କୁଜଙ୍ଗ ଅଞ୍ଜଳରେ ବର୍ଷା ହୋଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

23 Oct 2023 By The Sakala

ଓଡିଶାକୁ ନାହିଁ ବାତ୍ୟା ବିପଦ, ବାଂଲାଦେଶ ଆଡ଼େ ମୁହାଁଇବା ସମ୍ଭାବନା

ଭୁବନେଶ୍ୱର: ଆଉ କିଛି ଘଣ୍ଟା ପରେ ବଙ୍ଗୋପସାଗରରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୧୩ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଅଛି । ଆସନ୍ତା ୨୫ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହି ବାତ୍ୟାର ନାମ ‘ହମୁନ’ ରହିଛି । ଇରାନ ଏହି ବତ୍ୟାର ନାମକରଣ କରିଛି ।

ତେବେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବ । ପାରାଦୀପ ଓ କୁଜଙ୍ଗ ଅଞ୍ଜଳରେ ବର୍ଷା ହୋଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର