ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି, ଲକ ଡ଼ାଉନ- ସଟ ଡ଼ାଉନ ଭଳି ସ୍ଥିତି ଆସିନାହିଁ -ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ବର: ଗତକିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ସଂକ୍ରମଣ ହାର ଅଧିକ ରହୁଛି ତେଣୁ କିଛି ସ୍ଥାନରେ ଆର ଭ୍ୟାଲୁ ଅଧିକ ରହିବ । ମାତ୍ର ଏଥି ପାଇଁ ଭୟବିତ ହେବାର କୌଣସି ଆବଶ୍ୟକତା ନାହିଁ । କିନ୍ତୁ ଲୋକମାନଙ୍କୁ ବାରମ୍ବାର ଆମେ ନିବେଦନ କରୁଚୁ କି ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ। ଟେଷ୍ଟିଂ କ୍ରାଇଟେରିଆକୁ ମାନି କେତେ ଟେଷ୍ଟିଂ ବଢ଼ା ଯାଇ ପାରିବି ସ୍ୱାସ୍ଥ୍ୟ ବିଭାଗ ସେ ଉପରେ […]

ଭୁବନେଶ୍ବର: ଗତକିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ସଂକ୍ରମଣ ହାର ଅଧିକ ରହୁଛି ତେଣୁ କିଛି ସ୍ଥାନରେ ଆର ଭ୍ୟାଲୁ ଅଧିକ ରହିବ । ମାତ୍ର ଏଥି ପାଇଁ ଭୟବିତ ହେବାର କୌଣସି ଆବଶ୍ୟକତା ନାହିଁ । କିନ୍ତୁ ଲୋକମାନଙ୍କୁ ବାରମ୍ବାର ଆମେ ନିବେଦନ କରୁଚୁ କି ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ। ଟେଷ୍ଟିଂ କ୍ରାଇଟେରିଆକୁ ମାନି କେତେ ଟେଷ୍ଟିଂ ବଢ଼ା ଯାଇ ପାରିବି ସ୍ୱାସ୍ଥ୍ୟ ବିଭାଗ ସେ ଉପରେ ବିଚାର ବିମର୍ଷ କରୁଛି । କେନ୍ଦ୍ର ସରକାରଙ୍କ ନିର୍ଦେଶ ଅନୁଯାୟୀ ଟେଷ୍ଟିଂ ବଢାଇବା ପାଇଁ କାର୍ଯ୍ୟ କରୁଛୁ। ଲକ ଡ଼ାଉନ କି ସଟ ଡ଼ାଉନ କରିବା ଭଳି ସ୍ଥିତି ରାଜ୍ୟରେ ଆସିନାହିଁ  ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

19 Jan 2022 By The Sakala

ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି, ଲକ ଡ଼ାଉନ- ସଟ ଡ଼ାଉନ ଭଳି ସ୍ଥିତି ଆସିନାହିଁ -ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଗତକିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ସଂକ୍ରମଣ ହାର ଅଧିକ ରହୁଛି ତେଣୁ କିଛି ସ୍ଥାନରେ ଆର ଭ୍ୟାଲୁ ଅଧିକ ରହିବ । ମାତ୍ର ଏଥି ପାଇଁ ଭୟବିତ ହେବାର କୌଣସି ଆବଶ୍ୟକତା ନାହିଁ । କିନ୍ତୁ ଲୋକମାନଙ୍କୁ ବାରମ୍ବାର ଆମେ ନିବେଦନ କରୁଚୁ କି ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ। ଟେଷ୍ଟିଂ କ୍ରାଇଟେରିଆକୁ ମାନି କେତେ ଟେଷ୍ଟିଂ ବଢ଼ା ଯାଇ ପାରିବି ସ୍ୱାସ୍ଥ୍ୟ ବିଭାଗ ସେ ଉପରେ ବିଚାର ବିମର୍ଷ କରୁଛି । କେନ୍ଦ୍ର ସରକାରଙ୍କ ନିର୍ଦେଶ ଅନୁଯାୟୀ ଟେଷ୍ଟିଂ ବଢାଇବା ପାଇଁ କାର୍ଯ୍ୟ କରୁଛୁ। ଲକ ଡ଼ାଉନ କି ସଟ ଡ଼ାଉନ କରିବା ଭଳି ସ୍ଥିତି ରାଜ୍ୟରେ ଆସିନାହିଁ  ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

https://www.thesakala.in/latest-odisha-news/there-is-no-such-thing-as-a-lockdown-and-shutdown/article-8569
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର