ରାବଣପୋଡ଼ିରେ ହେବନାହିଁ ବାଣ ପ୍ରତିଯୋଗିତା: ହାଇକୋର୍ଟ

The Sakala Picture
Published On

କଟକ: କଟକରେ ରାବଣପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ଏ ନେଇ ନର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯଇଛି। ରାବଣପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଟ୍ରାଫିକ ସୁପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

05 Oct 2024 By The Sakala

ରାବଣପୋଡ଼ିରେ ହେବନାହିଁ ବାଣ ପ୍ରତିଯୋଗିତା: ହାଇକୋର୍ଟ

କଟକ: କଟକରେ ରାବଣପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ଏ ନେଇ ନର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯଇଛି। ରାବଣପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଟ୍ରାଫିକ ସୁପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର