ଯୁକ୍ତଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି, ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି ହେବ – ଗଣଶିକ୍ଷା ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି। ୯୭ ପ୍ରତିଶତରୁ ଅଧିକ ପାସ୍ ହାର ଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡମିସନରେ ସମସ୍ୟା ଆଶଙ୍କା କରାଯାଉଥିବା ବେଳେ ଆଜି ଗଣଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି। ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବର୍ତ୍ତମାନ ରାଜ୍ୟରେ ଯୁକ୍ତ […]

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି। ୯୭ ପ୍ରତିଶତରୁ ଅଧିକ ପାସ୍ ହାର ଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡମିସନରେ ସମସ୍ୟା ଆଶଙ୍କା କରାଯାଉଥିବା ବେଳେ ଆଜି ଗଣଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି। ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଆଲୁମିନିୟମ୍ ପାର୍କ ପାଇଁ ଦୁଇ ଆନୁଷଙ୍ଗିକ ଶିଳ୍ପସଂସ୍ଥାଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କଲା ବେଦାନ୍ତ ଆଲୁମିନିୟମ୍

ବର୍ତ୍ତମାନ ରାଜ୍ୟରେ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ୬ ଲକ୍ଷ ୩ହଜାର ୧୧୩ ସିଟ ଅଛି। କଲେଜକୁ ଆଧାର କରି ଆବଶ୍ୟକ ହେଲେ ସିଟ୍ ସଂଖ୍ୟା ବୃଦ୍ଧି ହେବ । ଏଥିସହ ମନ୍ତ୍ରୀ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇଁ ବିଭାଗ ଯୋଜନା କରୁଛି । ପୂର୍ବରୁ ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ରେଜଲ୍ଟ ପ୍ରକାଶ କରିବାକୁ ଘୋଷଣା କରିଥିଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ

28 Jun 2021 By The Sakala

ଯୁକ୍ତଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି, ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି ହେବ – ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି। ୯୭ ପ୍ରତିଶତରୁ ଅଧିକ ପାସ୍ ହାର ଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡମିସନରେ ସମସ୍ୟା ଆଶଙ୍କା କରାଯାଉଥିବା ବେଳେ ଆଜି ଗଣଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ଯେ, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ସମସ୍ୟା ହେବନି। ଆବଶ୍ୟକ ସ୍ଥଳେ ସିଟ ବୃଦ୍ଧି କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ବର୍ତ୍ତମାନ ରାଜ୍ୟରେ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ୬ ଲକ୍ଷ ୩ହଜାର ୧୧୩ ସିଟ ଅଛି। କଲେଜକୁ ଆଧାର କରି ଆବଶ୍ୟକ ହେଲେ ସିଟ୍ ସଂଖ୍ୟା ବୃଦ୍ଧି ହେବ । ଏଥିସହ ମନ୍ତ୍ରୀ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇଁ ବିଭାଗ ଯୋଜନା କରୁଛି । ପୂର୍ବରୁ ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ରେଜଲ୍ଟ ପ୍ରକାଶ କରିବାକୁ ଘୋଷଣା କରିଥିଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର