ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି: ଦିନ ୧ଟା ସୁଦ୍ଧା ଭୋଟ ହାର ୩୫.୬୯ ପ୍ରତିଶତ

The Sakala Picture
Published On

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ […]

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।

ଆହୁରି ପଢ଼ନ୍ତୁ: ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ: ବିଜେଡି

ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ %, ପୁରୀ- ୩୭.୨୬ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୩୮.୧୩ ପ୍ରତିଶତ ଭୋଟିଂ ହୋଇଛି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

25 May 2024 By The Sakala

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି: ଦିନ ୧ଟା ସୁଦ୍ଧା ଭୋଟ ହାର ୩୫.୬୯ ପ୍ରତିଶତ

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।

ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ %, ପୁରୀ- ୩୭.୨୬ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୩୮.୧୩ ପ୍ରତିଶତ ଭୋଟିଂ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର