By
The Sakala
ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ […]
ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି।
ସୂଚନା ଅନୁଯାୟୀ, ଦିନ ୧ ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୩୩.୦୧ ଭୋଟିଂ ହୋଇଛି। ସେହିପରି କଟକ-୩୪.୪ ୦%, ଢେଙ୍କାନାଳ- ୩୬%, କେନ୍ଦଝର- ୩୫.୬୩ %, ପୁରୀ- ୩୭.୨୬ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୩୮.୧୩ ପ୍ରତିଶତ ଭୋଟିଂ ହୋଇଛି।
About The Author: The Sakala