ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି: ସକାଳ ୯ଟା ସୁଦ୍ଧା ଭୋଟ ହାର ୭.୪୩ ପ୍ରତିଶତ

The Sakala Picture
Published On

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ।  ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- […]

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ।  ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- ୬.୮୭ %  ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୭.୦୯ ପ୍ରତିଶତ ଭୋଟିଂ ହୋଇଛି।

ଆହୁରି ପଢ଼ନ୍ତୁ: ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ୭୬ ବର୍ଷ ବୟସରେ ପରଲୋକ

25 May 2024 By The Sakala

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି: ସକାଳ ୯ଟା ସୁଦ୍ଧା ଭୋଟ ହାର ୭.୪୩ ପ୍ରତିଶତ

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ।  ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।

ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- ୬.୮୭ %  ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୭.୦୯ ପ୍ରତିଶତ ଭୋଟିଂ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର