By
The Sakala
ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- […]
ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ଚାଲିଛି।
ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- ୬.୮୭ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୭.୦୯ ପ୍ରତିଶତ ଭୋଟିଂ ହୋଇଛି।
About The Author: The Sakala