ଚଳିତ ବର୍ଷ ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରା

କଟକ: ବାଲିଯାତ୍ରା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି। ଉପର ପଡିଆରେ ବାଲିଯାତ୍ରା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ହେବ ବାଲିଯାତ୍ରା । ଆସନ୍ତାବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ । ତେବେ ସହୟରେ ଭିଡ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ। ରାସ୍ତା କଡ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ହାଇକୋର୍ଟ […]

କଟକ: ବାଲିଯାତ୍ରା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି। ଉପର ପଡିଆରେ ବାଲିଯାତ୍ରା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ହେବ ବାଲିଯାତ୍ରା । ଆସନ୍ତାବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ । ତେବେ ସହୟରେ ଭିଡ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ। ରାସ୍ତା କଡ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ହାଇକୋର୍ଟ । ଆମ୍ବୁଲାନ୍ସ ଏବଂ ଅତ୍ୟାବଶ୍ୟକୀୟ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ପ୍ରଶାସନ କରୁଥିବା ଜଣାପଡ଼ିଛି।

About The Author: The Sakala