ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

The Sakala Picture
Published On

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ।। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ […]

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ।। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ୟ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

05 Aug 2024 By The Sakala

ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ।। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ୟ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର