ରାସନକାର୍ଡ ଓ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ହଜାରେ ଟଙ୍କାର କୋଭିଡ ସହାୟତା

The Sakala Picture
Published On

ଭୁବନେଶ୍ୱର: ଗରିବଙ୍କ ପାଇଁ ପୁଣି ସହାୟତାର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାସନକାର୍ଡ ଧାରୀ ଏବଂ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ହଜାରେ ଟଙ୍କାର କୋଭିଡ ସହାୟତା । ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦ ଜିଲ୍ଲାର ୩କୋଟି ୫୦ ଲକ୍ଷ କାର୍ଡଧାରୀ ଏହି ସୁବିଧା ପାଇବେ । ଉପକୃତ ହେବେ ରାଜ୍ୟର ୯୬ ଲକ୍ଷ ପରିବାର । ସପ୍ତାହେ ମଧ୍ୟରେ ସହାୟତା ରାଶି […]

ଭୁବନେଶ୍ୱର: ଗରିବଙ୍କ ପାଇଁ ପୁଣି ସହାୟତାର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାସନକାର୍ଡ ଧାରୀ ଏବଂ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ହଜାରେ ଟଙ୍କାର କୋଭିଡ ସହାୟତା । ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦ ଜିଲ୍ଲାର ୩କୋଟି ୫୦ ଲକ୍ଷ କାର୍ଡଧାରୀ ଏହି ସୁବିଧା ପାଇବେ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଉପକୃତ ହେବେ ରାଜ୍ୟର ୯୬ ଲକ୍ଷ ପରିବାର । ସପ୍ତାହେ ମଧ୍ୟରେ ସହାୟତା ରାଶି ପ୍ରଦାନ ପାଇଁ ଖାଦ୍ୟ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଜରିଆରେ ସହାୟତା ରାଶି ଯୋଗାଇ ଦିଆଯିବ । ରାଜ୍ୟବାସୀଙ୍କ ଜୀବନ ମାନଦଣ୍ଡ କିପରି ପରିବତ୍ତର୍ନ ହେବ ସେନେଇ ପ୍ରୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଅପରାହ୍ନରେ ୩୦ ଜିଲ୍ଲାର ମିଶନଶକ୍ତି ସଦସ୍ୟାଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ସୂଚନା ଯୋଗ୍ୟ ଯେ, କୋଭିଡ ଯୋଗୁଁ ଲୋକଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଥିବା ବେଳେ ସରକାର ଏହି ସହାୟତା ପ୍ରଦାନ କରୁଛନ୍ତି । ଗତକାଲି ଏ ନେଇ ଘୋଷଣା କରାଯାଇଥିଲା । ସପ୍ତାହକ ସହାୟତା ରାଶି ବଣ୍ଟନ କରିବାକୁ ନିର୍ଦ୍ଦେଶ ହୋଇଛି। ଯୋଜନାର ସୁବିଧା ପାଇବାକୁ ହିତାଧିକାରୀଙ୍କୁ ରାସନ କାର୍ଡ ନଚେତ୍ ବିଏସକେୱାଇ ସ୍ମାର୍ଟ ହେଲ୍ଥ୍‌ କାର୍ଡ ଦେଖାଇବାକୁ ପଡ଼ିବ ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

22 Dec 2021 By The Sakala

ରାସନକାର୍ଡ ଓ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ହଜାରେ ଟଙ୍କାର କୋଭିଡ ସହାୟତା

ଭୁବନେଶ୍ୱର: ଗରିବଙ୍କ ପାଇଁ ପୁଣି ସହାୟତାର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାସନକାର୍ଡ ଧାରୀ ଏବଂ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ହଜାରେ ଟଙ୍କାର କୋଭିଡ ସହାୟତା । ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦ ଜିଲ୍ଲାର ୩କୋଟି ୫୦ ଲକ୍ଷ କାର୍ଡଧାରୀ ଏହି ସୁବିଧା ପାଇବେ ।

ଉପକୃତ ହେବେ ରାଜ୍ୟର ୯୬ ଲକ୍ଷ ପରିବାର । ସପ୍ତାହେ ମଧ୍ୟରେ ସହାୟତା ରାଶି ପ୍ରଦାନ ପାଇଁ ଖାଦ୍ୟ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଜରିଆରେ ସହାୟତା ରାଶି ଯୋଗାଇ ଦିଆଯିବ । ରାଜ୍ୟବାସୀଙ୍କ ଜୀବନ ମାନଦଣ୍ଡ କିପରି ପରିବତ୍ତର୍ନ ହେବ ସେନେଇ ପ୍ରୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଅପରାହ୍ନରେ ୩୦ ଜିଲ୍ଲାର ମିଶନଶକ୍ତି ସଦସ୍ୟାଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ସୂଚନା ଯୋଗ୍ୟ ଯେ, କୋଭିଡ ଯୋଗୁଁ ଲୋକଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଥିବା ବେଳେ ସରକାର ଏହି ସହାୟତା ପ୍ରଦାନ କରୁଛନ୍ତି । ଗତକାଲି ଏ ନେଇ ଘୋଷଣା କରାଯାଇଥିଲା । ସପ୍ତାହକ ସହାୟତା ରାଶି ବଣ୍ଟନ କରିବାକୁ ନିର୍ଦ୍ଦେଶ ହୋଇଛି। ଯୋଜନାର ସୁବିଧା ପାଇବାକୁ ହିତାଧିକାରୀଙ୍କୁ ରାସନ କାର୍ଡ ନଚେତ୍ ବିଏସକେୱାଇ ସ୍ମାର୍ଟ ହେଲ୍ଥ୍‌ କାର୍ଡ ଦେଖାଇବାକୁ ପଡ଼ିବ ।

https://www.thesakala.in/latest-odisha-news/thousands-of-rupees-will-go-to-the-bank-accounts-of-ration-card-holders-and-biju-health-card-holders/article-7799
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର