ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ପବିତ୍ର ଘୋଷଯାତ୍ରା; ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ

The Sakala Picture
Published On

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି । ଧାଡି ପହଣ୍ଡିରେ ରଥକୁ ବିଜେ କରିବେ ଠାକୁର । ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ କାଳିଆ […]

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି । ଧାଡି ପହଣ୍ଡିରେ ରଥକୁ ବିଜେ କରିବେ ଠାକୁର । ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ କାଳିଆ ସାଆନ୍ତ ଘୋଷଯାତ୍ରାରେ ବାହାରିବେ। ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଉଦଳାରେ ବାରଙ୍ଗ ପୋଲିସର ୪ ଜଣିଆ ଟିମ୍

20 Jun 2023 By The Sakala

ଆଜି ପବିତ୍ର ଘୋଷଯାତ୍ରା; ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି । ଧାଡି ପହଣ୍ଡିରେ ରଥକୁ ବିଜେ କରିବେ ଠାକୁର । ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ କାଳିଆ ସାଆନ୍ତ ଘୋଷଯାତ୍ରାରେ ବାହାରିବେ। ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହେବ।

ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର