କାଲିଠୁ ବିଧାନସଭାର ତିନିଦିନିଆ ଅଧିବେଶନ: ଜଗିବେ ୮ ପ୍ଲାଟୁନ୍‌ ଫୋର୍ସ, ସୁରକ୍ଷା ଯାଞ୍ଚ କଲେ ଡିଜିପି

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭା ୩ ଦିନିଆ ଅଧିବେଶନ। ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। ଏହା ପରଦିନ ଜୁନ ୨୦ରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହି ୩ଦିନ ବିଧାନସଭା ଅଧିବେଶନ ପାଇଁ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ବିଧାନସଭା ସୁରକ୍ଷା ଯାଞ୍ଚ କରିଛନ୍ତି। ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ […]

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭା ୩ ଦିନିଆ ଅଧିବେଶନ। ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। ଏହା ପରଦିନ ଜୁନ ୨୦ରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହି ୩ଦିନ ବିଧାନସଭା ଅଧିବେଶନ ପାଇଁ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ବିଧାନସଭା ସୁରକ୍ଷା ଯାଞ୍ଚ କରିଛନ୍ତି। ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

About The Author: The Sakala