ଆସନ୍ତାକାଲି ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ। ନୂଆ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ। କିଏ କେଉଁ ବିଭାଗ ପାଇବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ସକାଳେ ଲୋକସେବା ଭବନର କନଭେନସନ ହଲରେ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ। ସୂଚନାଥାଉକି ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପଦରୁ ସମୀର ଦାଶ ଓ ଶ୍ରମ […]

ଭୁବନେଶ୍ୱର: ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ। ନୂଆ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ। କିଏ କେଉଁ ବିଭାଗ ପାଇବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ସକାଳେ ଲୋକସେବା ଭବନର କନଭେନସନ ହଲରେ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ସୂଚନାଥାଉକି ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପଦରୁ ସମୀର ଦାଶ ଓ ଶ୍ରମ ବିଭାଗ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିଲା ସ୍ୱାସ୍ଥ୍ୟ ବିଭାଗ। ବିଧାନସଭା ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତପା ଦେଇଥିଲେ। ବର୍ତ୍ତମାନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ୱାସ୍ଥ୍ଯ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ସେହିପରି ଶ୍ରମ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

21 May 2023 By The Sakala

ଆସନ୍ତାକାଲି ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ

ଭୁବନେଶ୍ୱର: ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ। ନୂଆ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ। କିଏ କେଉଁ ବିଭାଗ ପାଇବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ସକାଳେ ଲୋକସେବା ଭବନର କନଭେନସନ ହଲରେ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ।

ସୂଚନାଥାଉକି ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପଦରୁ ସମୀର ଦାଶ ଓ ଶ୍ରମ ବିଭାଗ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିଲା ସ୍ୱାସ୍ଥ୍ୟ ବିଭାଗ। ବିଧାନସଭା ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତପା ଦେଇଥିଲେ। ବର୍ତ୍ତମାନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ୱାସ୍ଥ୍ଯ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ସେହିପରି ଶ୍ରମ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର