ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ସିଆରପି ଓଭରବ୍ରିଜ୍ ଉପରେ ୩ଟି ଟ୍ରକ ପଛକୁ ପଛ ଧକ୍କା, ୨ଗୁରୁତର

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ସିଆର୍‌ପି ଓଭରବ୍ରିଜରେ ଦୁର୍ଘଟଣା। ସିଆରପି ଓଭରବ୍ରିଜ୍ ଉପରେ ଭୋରରୁ ୩ଟି ଟ୍ରକ ପଛକୁ ପଛ ଧକ୍କା ହୋଇଛି।  ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଅନୁସାରେ ଆଜି ଭୋର ସମୟରେ ଗୋଟିଏ ଟ୍ରକ ସିଆରପି ଓଭରବ୍ରିଜ ଉପରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିରହିଥିଲା । ପରେ ସକାଳ ୬ଟା ବେଳେ ଆଉ ଏକ ଟ୍ରକ୍ ଆସି ସେହି ଟ୍ରକରେ ଧକ୍କା ହୋଇଥିଲ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ସିଆର୍‌ପି ଓଭରବ୍ରିଜରେ ଦୁର୍ଘଟଣା। ସିଆରପି ଓଭରବ୍ରିଜ୍ ଉପରେ ଭୋରରୁ ୩ଟି ଟ୍ରକ ପଛକୁ ପଛ ଧକ୍କା ହୋଇଛି।  ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଉ କିଛି ସମୟ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଅପରାହ୍ଣ ୩ରେ ୱେବସାଇଟ୍‌ରେ ହେବ ଉପଲବ୍‌ଧ

ସୂଚନାଅନୁସାରେ ଆଜି ଭୋର ସମୟରେ ଗୋଟିଏ ଟ୍ରକ ସିଆରପି ଓଭରବ୍ରିଜ ଉପରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିରହିଥିଲା । ପରେ ସକାଳ ୬ଟା ବେଳେ ଆଉ ଏକ ଟ୍ରକ୍ ଆସି ସେହି ଟ୍ରକରେ ଧକ୍କା ହୋଇଥିଲ । ଦୁଇଟି ଟ୍ରକ ଧକ୍କା ହୋଇ ରାସ୍ତାରେ ପଡ଼ିଥିବାବେଳେ ଆଉ ଏକ ଟ୍ରକ ଆସି ଦୁଇଟି ଟ୍ରକରେ ବାଡେଇ ହୋଇଥିଲା  । ଏଥିପାଇଁ ଦୀର୍ଘ ସମୟ ଧରି ୧୬ ନଂ ଜାତୀୟ ରାଜପଥ ଜାମ ହୋଇ ରହିଥିଲା । ଦୁର୍ଘଟଣା ସଂପର୍କରେ ଖବର ପାଇଁ ପୁଲିସ ଓ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ୍‌ କଟର ସହାୟତାରେ ଟ୍ରକକୁ କାଟି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତାଙ୍କୁ ଚିକିତ୍ସା ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି ।ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଗୁଡ଼ିକୁ କ୍ରେନ ଜରିଆରେ ଉଠା ଯାଇଛି । ଘଟଣାସ୍ଥଳରେ ପୁଲିସ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ପ୍ରତିବାଦ ପରେ ସ୍ଥଗିତ ରହିଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

08 Apr 2021 By The Sakala

ସିଆରପି ଓଭରବ୍ରିଜ୍ ଉପରେ ୩ଟି ଟ୍ରକ ପଛକୁ ପଛ ଧକ୍କା, ୨ଗୁରୁତର

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱର ସିଆର୍‌ପି ଓଭରବ୍ରିଜରେ ଦୁର୍ଘଟଣା। ସିଆରପି ଓଭରବ୍ରିଜ୍ ଉପରେ ଭୋରରୁ ୩ଟି ଟ୍ରକ ପଛକୁ ପଛ ଧକ୍କା ହୋଇଛି।  ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଅନୁସାରେ ଆଜି ଭୋର ସମୟରେ ଗୋଟିଏ ଟ୍ରକ ସିଆରପି ଓଭରବ୍ରିଜ ଉପରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିରହିଥିଲା । ପରେ ସକାଳ ୬ଟା ବେଳେ ଆଉ ଏକ ଟ୍ରକ୍ ଆସି ସେହି ଟ୍ରକରେ ଧକ୍କା ହୋଇଥିଲ । ଦୁଇଟି ଟ୍ରକ ଧକ୍କା ହୋଇ ରାସ୍ତାରେ ପଡ଼ିଥିବାବେଳେ ଆଉ ଏକ ଟ୍ରକ ଆସି ଦୁଇଟି ଟ୍ରକରେ ବାଡେଇ ହୋଇଥିଲା  । ଏଥିପାଇଁ ଦୀର୍ଘ ସମୟ ଧରି ୧୬ ନଂ ଜାତୀୟ ରାଜପଥ ଜାମ ହୋଇ ରହିଥିଲା । ଦୁର୍ଘଟଣା ସଂପର୍କରେ ଖବର ପାଇଁ ପୁଲିସ ଓ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ୍‌ କଟର ସହାୟତାରେ ଟ୍ରକକୁ କାଟି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତାଙ୍କୁ ଚିକିତ୍ସା ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି ।ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଗୁଡ଼ିକୁ କ୍ରେନ ଜରିଆରେ ଉଠା ଯାଇଛି । ଘଟଣାସ୍ଥଳରେ ପୁଲିସ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର