ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ଜଗତସିଂହପୁର, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବଲଙ୍ଗୀର ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ଜଗତସିଂହପୁର, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବଲଙ୍ଗୀର ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

06 Jun 2023 By The Sakala

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ଜଗତସିଂହପୁର, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବଲଙ୍ଗୀର ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର