ବଜ୍ରପାତ ଓ ବର୍ଷା ନେଇ ଭୁବନେଶ୍ବର-କଟକକୁ ଅରେଞ୍ଜ ଓ ପୁରୀକୁ ୟେଲୋ ଆଲର୍ଟ…
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ଖୋର୍ଦ୍ଧା ଜିଲ୍ଲା ସମେତ ଟ୍ବିନସିଟି ଭୁବନେଶ୍ବର-କଟକକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ତେବେ ପୁରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି […]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ଖୋର୍ଦ୍ଧା ଜିଲ୍ଲା ସମେତ ଟ୍ବିନସିଟି ଭୁବନେଶ୍ବର-କଟକକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ତେବେ ପୁରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।






