ଆଜି ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ରହୁଛି। ଅଧିକ ତାପମାତ୍ରା ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ପାଗ ଅନୁକୂଳ ରହୁଛି। ରବିବାର ରାଜ୍ୟର କିଛି ସ୍ଥାନରେ ଏହି ସ୍ଥିତିରେ ବର୍ଷା ହୋଇଥିବା ବେଳେ ସୋମବାର ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଭଦ୍ରକ, […]

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ରହୁଛି। ଅଧିକ ତାପମାତ୍ରା ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ପାଗ ଅନୁକୂଳ ରହୁଛି। ରବିବାର ରାଜ୍ୟର କିଛି ସ୍ଥାନରେ ଏହି ସ୍ଥିତିରେ ବର୍ଷା ହୋଇଥିବା ବେଳେ ସୋମବାର ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୧ ମିମି ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୧୯ ଓ ତାଳଚେରରେ ୧୫ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

07 Aug 2023 By The Sakala

ଆଜି ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ରହୁଛି। ଅଧିକ ତାପମାତ୍ରା ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ପାଗ ଅନୁକୂଳ ରହୁଛି। ରବିବାର ରାଜ୍ୟର କିଛି ସ୍ଥାନରେ ଏହି ସ୍ଥିତିରେ ବର୍ଷା ହୋଇଥିବା ବେଳେ ସୋମବାର ୬ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୧ ମିମି ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୧୯ ଓ ତାଳଚେରରେ ୧୫ ମିମି ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର