ରାଜ୍ଯରେ କାଳବୈଶାଖୀ ଓ ବଜ୍ରପାତ ନେଇ ୮  ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮  ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲେ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତି ୫ଦିନ ପାଇଁ କାଳବୈଶାଖୀ ଓ ବଜ୍ରପାତ  ନେଇ ବିଭିନ୍ନା ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି। #Warning for Day-1,Day-3 to Day-5Day-2 […]

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮  ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲେ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତି ୫ଦିନ ପାଇଁ କାଳବୈଶାଖୀ ଓ ବଜ୍ରପାତ  ନେଇ ବିଭିନ୍ନା ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଆସନ୍ତା ଏପ୍ରିଲ ୧୪ରୁ ୧୫ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି।

ସେହିପରି ଏପ୍ରିଲ ୧୫ରୁ ୧୬ ତାରିଖ ପାଇଁ  ୯ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ଜିଲ୍ଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ପୁରୀ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଗଜପତି, ଗଞ୍ଜାମ , କୋରାପୁଟ ଓ ମାଲକାନଗିରି ।

ସହିପରି ୧୬ ଓ ୧୭ ତାରଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ରାୟଗଡ଼ା , ନବରଙ୍ଗପୁର, କୋରାପୁଟ  ଓ ମାଲକାନଗିରି ଆଦି ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ନେଇ ସତର୍କ ସୂଚନା କରାଯାଇଛି।

12 Apr 2022 By The Sakala

ରାଜ୍ଯରେ କାଳବୈଶାଖୀ ଓ ବଜ୍ରପାତ ନେଇ ୮  ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮  ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲେ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତି ୫ଦିନ ପାଇଁ କାଳବୈଶାଖୀ ଓ ବଜ୍ରପାତ  ନେଇ ବିଭିନ୍ନା ଜିଲ୍ଲାକୁ ସତର୍କ ସୂଚନା କରାଯାଇଛି।

ଆସନ୍ତା ଏପ୍ରିଲ ୧୪ରୁ ୧୫ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି।

ସେହିପରି ଏପ୍ରିଲ ୧୫ରୁ ୧୬ ତାରିଖ ପାଇଁ  ୯ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ଜିଲ୍ଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ପୁରୀ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଗଜପତି, ଗଞ୍ଜାମ , କୋରାପୁଟ ଓ ମାଲକାନଗିରି ।

ସହିପରି ୧୬ ଓ ୧୭ ତାରଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ରାୟଗଡ଼ା , ନବରଙ୍ଗପୁର, କୋରାପୁଟ  ଓ ମାଲକାନଗିରି ଆଦି ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ନେଇ ସତର୍କ ସୂଚନା କରାଯାଇଛି।

https://www.thesakala.in/latest-odisha-news/thunderstorm-with-lightning-warning-and-5-day-weather-forecast/article-10723
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର