୨୦ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୦ ଜିଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସମ୍ବଳପୁର, ବୌଦ୍ଧ, ବାଲେଶ୍ବର, ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, ମୟୁରଭଞ୍ଜ, ଯାଜପୁର । ଏହି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। […]

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

୨୦ ଜିଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସମ୍ବଳପୁର, ବୌଦ୍ଧ, ବାଲେଶ୍ବର, ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, ମୟୁରଭଞ୍ଜ, ଯାଜପୁର । ଏହି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୯ ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଦିଗ ବଦଳାଉଛି ଘୂର୍ଣ୍ଣିବଳୟ: ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର