ରାଜ୍ଯରେ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୩ ଜିଲ୍ଲାଗୁଡିକ ହେଲେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି। ଆଗାମୀ ୨୪ ଘଣ୍ଟାରେ ଏହି ସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

02 Jul 2021 By The Sakala

ରାଜ୍ଯରେ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୩ ଜିଲ୍ଲାଗୁଡିକ ହେଲେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି। ଆଗାମୀ ୨୪ ଘଣ୍ଟାରେ ଏହି ସବୁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

https://www.thesakala.in/latest-odisha-news/thunderstorms-and-rain-alert-23-districts/article-3417
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର