ରାଜ୍ଯର ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଉକ୍ତ ୯ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି , ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ସକାଳ ପର୍ଯ୍ଯନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।  

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

07 Apr 2022 By The Sakala

ରାଜ୍ଯର ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଉକ୍ତ ୯ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି , ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ସକାଳ ପର୍ଯ୍ଯନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର