ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବେଶାଖୀ ବର୍ଷା । କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଇ ୨ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବେଶାଖୀ ବର୍ଷା । କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଇ ୨ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

01 May 2023 By The Sakala

ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବେଶାଖୀ ବର୍ଷା । କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଇ ୨ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର