ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୫ ଜଣ, ଅନୁଗୁଳ ଓ ବରଗଡରୁ ୪ ଜଣ ଲେଖାଏଁ, ବାଲେଶ୍ଵର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ ଓ ନୟାଗଡରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡା, ଓ ପୁରୀରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଯାଜପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଆଜି ଓଡ଼ିଶାରେ ପୁଣି ୪୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୫ ଜଣ, ଅନୁଗୁଳ ଓ ବରଗଡରୁ ୪ ଜଣ ଲେଖାଏଁ, ବାଲେଶ୍ଵର, […]