ଆଜି ଓଡ଼ିଶାରେ ପୁଣି ୩୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୩୫ଶହ ଟପିଲା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୦୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫, କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ପୁରୀ ଓ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୦୮ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫, କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ, ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର