ଆଜି ଓଡ଼ିଶାରେ ପୁଣି ୩୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ ସମ୍ବଲପୁରରୁ ୩ଜଣ, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟର ଡିଜିଟାଲ ଓ ମୋବାଇଲ ସଂଯୋଗର ସାନ୍ଦ୍ରତା ନେଇ ରାଜ୍ୟସଭାରେ ପ୍ରଶ୍ନ ଉଠାଇଲେ ମାନସ ମଙ୍ଗରାଜ

22 Jun 2021 By The Sakala

ଆଜି ଓଡ଼ିଶାରେ ପୁଣି ୩୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ ସମ୍ବଲପୁରରୁ ୩ଜଣ, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର