ଆଜି ଓଡ଼ିଶାରେ ପୁଣି ୪୦ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୯୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୯୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

20 Jun 2021 By The Sakala

ଆଜି ଓଡ଼ିଶାରେ ପୁଣି ୪୦ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୯୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର