ଆଜି ଓଡ଼ିଶାରେ ପୁଣି ୪୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୪ ଜଣ ଲେଖାଏଁ, ବରଗଡ଼, […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୪ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୦୩୫ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

07 Jun 2021 By The Sakala

ଆଜି ଓଡ଼ିଶାରେ ପୁଣି ୪୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୪ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୦୩୫ ଜଣଙ୍କର ମୃତ୍ୟୁ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର