ଆଜି ଓଡ଼ିଶାରେ ପୁଣି ୪୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି ।ସେହିପରି ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର