ଆଜି ଓଡ଼ିଶାରେ ପୁଣି ୪୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ କୁ ବୃଦ୍ଧି ପାଇଛି। Regret to inform the demise of forty eight numbers of Covid positive patients while under […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର