ଆଜି ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତିପତ୍ର

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଦ୍ୟାଳୟ ଶିକ୍ଷାକୁ ଶ୍ରେଷ୍ଠକରି ଗଢିତୋଳିବା ସହିତ ଶୈକ୍ଷିକ ବାତାବରଣରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତିକୁ ପ୍ରାଥମିକତା ଦେଉଛନ୍ତି। ଏହି କ୍ରମରେ ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇବେ। ଗୁରୁବାର ପୂର୍ବାହ୍ନ ୧୧.୩୦ରେ ଲୋକସେବା ଭବନର କନ୍‌ଭେନସନ୍‌ ସେଣ୍ଟରରେ ହେବାକୁ ଥିବା ନବନିଯୁକ୍ତ ଶିକ୍ଷକମାନଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]

ଭୁବନେଶ୍ୱର : ରାଜ୍ୟର ବିଦ୍ୟାଳୟ ଶିକ୍ଷାକୁ ଶ୍ରେଷ୍ଠକରି ଗଢିତୋଳିବା ସହିତ ଶୈକ୍ଷିକ ବାତାବରଣରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତିକୁ ପ୍ରାଥମିକତା ଦେଉଛନ୍ତି। ଏହି କ୍ରମରେ ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇବେ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

ଗୁରୁବାର ପୂର୍ବାହ୍ନ ୧୧.୩୦ରେ ଲୋକସେବା ଭବନର କନ୍‌ଭେନସନ୍‌ ସେଣ୍ଟରରେ ହେବାକୁ ଥିବା ନବନିଯୁକ୍ତ ଶିକ୍ଷକମାନଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଭାଗୀୟ ସଚିବ ଅଶ୍‌ଥୀ ଏସ୍‌. ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

ନିଯୁକ୍ତି ପାଇବାକୁ ଥିବା ସମସ୍ତ ଶିକ୍ଷକଙ୍କ ମଧ୍ୟରେ ୩୬୮ ଜଣ ହିନ୍ଦୀ ଏବଂ ୨୦୮ ଜଣ ସଂସ୍କୃତ ଶିକ୍ଷକ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ୪୦ ଜଣ, କଟକରେ ୩୫, ଗଞ୍ଜାମରେ ୩୭, କୋରାପୁଟରେ ୩୪, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରେ ୩୩ ଜଣ ଲେଖାଏଁ ଶିକ୍ଷକ ନିଯୁକ୍ତି ପାଇବେ। ସେହିପରି ପୁରୀରେ ୨୭, ମୟୂରଭଞ୍ଜରେ ୨୬ ଜଣ, ଜଗତସଂହପୁରରେ ୨୫ ଜଣ ଓ ଅନୁଗୋଳରେ ୧୭ଜଣଙ୍କୁ ନିଯୁକ୍ତି ଦିଆଯିବ।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

22 Feb 2024 By The Sakala

ଆଜି ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତିପତ୍ର

ଭୁବନେଶ୍ୱର : ରାଜ୍ୟର ବିଦ୍ୟାଳୟ ଶିକ୍ଷାକୁ ଶ୍ରେଷ୍ଠକରି ଗଢିତୋଳିବା ସହିତ ଶୈକ୍ଷିକ ବାତାବରଣରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତିକୁ ପ୍ରାଥମିକତା ଦେଉଛନ୍ତି। ଏହି କ୍ରମରେ ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇବେ।

ଗୁରୁବାର ପୂର୍ବାହ୍ନ ୧୧.୩୦ରେ ଲୋକସେବା ଭବନର କନ୍‌ଭେନସନ୍‌ ସେଣ୍ଟରରେ ହେବାକୁ ଥିବା ନବନିଯୁକ୍ତ ଶିକ୍ଷକମାନଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଭାଗୀୟ ସଚିବ ଅଶ୍‌ଥୀ ଏସ୍‌. ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ନିଯୁକ୍ତି ପାଇବାକୁ ଥିବା ସମସ୍ତ ଶିକ୍ଷକଙ୍କ ମଧ୍ୟରେ ୩୬୮ ଜଣ ହିନ୍ଦୀ ଏବଂ ୨୦୮ ଜଣ ସଂସ୍କୃତ ଶିକ୍ଷକ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ୪୦ ଜଣ, କଟକରେ ୩୫, ଗଞ୍ଜାମରେ ୩୭, କୋରାପୁଟରେ ୩୪, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରେ ୩୩ ଜଣ ଲେଖାଏଁ ଶିକ୍ଷକ ନିଯୁକ୍ତି ପାଇବେ। ସେହିପରି ପୁରୀରେ ୨୭, ମୟୂରଭଞ୍ଜରେ ୨୬ ଜଣ, ଜଗତସଂହପୁରରେ ୨୫ ଜଣ ଓ ଅନୁଗୋଳରେ ୧୭ଜଣଙ୍କୁ ନିଯୁକ୍ତି ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର