ରାଜ୍ଯରେ କରୋନା ନେଲା ଆଉ ୬୦ ଜଣଙ୍କ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼଼ ଜିଲ୍ଲାରୁ ୧୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼଼ ଜିଲ୍ଲାରୁ ୧୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

27 Jul 2021 By The Sakala

ରାଜ୍ଯରେ କରୋନା ନେଲା ଆଉ ୬୦ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼଼ ଜିଲ୍ଲାରୁ ୧୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

https://www.thesakala.in/latest-odisha-news/today-60-people-death-in-corona/article-4131
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର